Odisha Assembly Honours Mahatma Gandhi & Lal Bahadur Shastri on Their Birth Anniversaries/ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ: ବାପୁ ଓ ଶାସ୍ତ୍ରୀଜୀଙ୍କୁ ସ୍ମରଣ କଲେ ଓଡ଼ିଶା ବିଧାନସଭା

ବିଧାନସଭାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:

ଗାନ୍ଧୀ ଜୟନ୍ତୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଆଜି ଓଡ଼ିଶା ବିଧାନସଭା ପରିସରରେ ଏକ ସ୍ୱତନ୍ତ୍ର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Gandhi & Shastri Jayanti Celebrated at Odisha Assembly; Governor, CM Pay Tributes

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ପ୍ରମୁଖ ଯୋଗଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହାସହ ରାଜ୍ୟର ଅନେକ ବରିଷ୍ଠ ନେତା ଓ ବିଧାୟକମାନେ ଉପସ୍ଥିତ ରହି ଦୁଇ ମହାନ ନାୟକଙ୍କ ଦେଶପ୍ରତି ଥିବା ଅବଦାନକୁ ସ୍ମରଣ କରିବା ସହ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Leave a Reply

Your email address will not be published. Required fields are marked *