Odisha Assembly Honours Mahatma Gandhi & Lal Bahadur Shastri on Their Birth Anniversaries/ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ: ବାପୁ ଓ ଶାସ୍ତ୍ରୀଜୀଙ୍କୁ ସ୍ମରଣ କଲେ ଓଡ଼ିଶା ବିଧାନସଭା
ବିଧାନସଭାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଆଜି ଓଡ଼ିଶା ବିଧାନସଭା ପରିସରରେ ଏକ ସ୍ୱତନ୍ତ୍ର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ପ୍ରମୁଖ ଯୋଗଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ…



