Western Odisha Celebrates Nuakhai with Grandeur; President, PM, and CM Extend Greetings/ପଶ୍ଚିମ ଓଡ଼ିଶାରେ ଧୂମଧାମରେ ପାଳିତ ହେଉଛି ଗଣପର୍ବ ‘ନୂଆଖାଇ’; ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଧୂମଧାମରେ ପାଳିତ ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’, ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଆଜି ପଶ୍ଚିମ ଓଡ଼ିଶାର କୋଣ-ଅନୁକୋଣରେ ଉତ୍ସବର ମାହୋଲ। ନିଜର ମାଟି, ସଂସ୍କୃତି ଓ ପରମ୍ପରାକୁ ନେଇ ପାଳିତ ହେଉଥିବା ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ନିର୍ଦ୍ଧାରିତ ଶୁଭ ଲଗ୍ନରେ ଇଷ୍ଟଦେବୀଙ୍କ ପାଖରେ ନବାନ୍ନ ଲାଗି ହେବା ପରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆ ଧାନର ଅନ୍ନ ଗ୍ରହଣ କରିଛନ୍ତି। ଏହାପରେ…