Naveen Patnaik Flags Off BJD’s Statewide ‘Jana Samparka Padayatra’/ଭୁବନେଶ୍ୱରରୁ ଆରମ୍ଭ ହେଲା ବିଜେଡିର ‘ଜନସମ୍ପର୍କ ପଦଯାତ୍ରା’
ନବୀନ ପଟ୍ଟନାୟକଙ୍କ ଶୁଭାରମ୍ଭ: ଆଜିଠୁ ବିଜେଡିର ମାସବ୍ୟାପୀ ‘ଜନସମ୍ପର୍କ ପଦଯାତ୍ରା’ ଭୁବନେଶ୍ୱର: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଆଜିଠୁ ସାରା ରାଜ୍ୟରେ ବିଜୁ ଜନତା ଦଳ (ବିଜେଡି)ର ବହୁପ୍ରତୀକ୍ଷିତ ‘ଜନସମ୍ପର୍କ ପଦଯାତ୍ରା’ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରଠାରେ ଦଳର ସୁପ୍ରିମୋ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ଏହି ମାସବ୍ୟାପୀ ଗଣସମ୍ପର୍କ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ପଦଯାତ୍ରା ଅକ୍ଟୋବର ୨ରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ।…



