State-Level Wildlife Week 2026 Celebrated in Bhubaneswar with Key Conservation & Ecotourism Push/ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ-୨୦୨୬: ଇକୋ-ଟୁରିଜମ୍‌ ଓ ସଂରକ୍ଷଣ ପାଇଁ ବଡ଼ ପଦକ୍ଷେପ

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ-୨୦୨୬ ପାଳିତ, ଇକୋ-ଟୁରିଜମ୍‌ ଓ ସଂରକ୍ଷଣ ପାଇଁ ବଡ଼ ପଦକ୍ଷେପ ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ରାଜ୍ୟ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ-୨୦୨୬ ବେଶ୍ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ଜୈବବିବିଧତା ସୁରକ୍ଷା ଓ ପ୍ରାକୃତିକ ସମ୍ପଦର ଯତ୍ନ ନେବାକୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ରାଜ୍ୟରେ…