Kaudiya (Bol Bam) devotees collect holy Mahanadi water under police supervision and barricades at Cuttack's Gadagadia Ghat on the first Shravan Monday. Photo by: Sai Saswat Mishra

“We Demand Our Rights”: Rahul Becomes the Voice of Students, Dharmendra Pradhan Retorts/”ଆମେ ହକ୍ ମାଗୁଛୁ”: ଛାତ୍ରଛାତ୍ରୀଙ୍କ ସ୍ୱର ସାଜିଲେ ରାହୁଲ, କଟାକ୍ଷ କଲେ ଧର୍ମେନ୍ଦ୍ର ପ୍ରଧାନ.

ନୂଆଦିଲ୍ଲୀ:ନୀଟ୍ (NEET) ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜନୀତି ଗରମାଗରମ ହୋଇଉଠିଛି। ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ଆଗରେ ହଠାତ୍ ଧାରଣା ଦେଇଛନ୍ତି।ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ବିକ୍ଷୋଭ ପ୍ରଦର୍ଶନ ବେଳେ ପ୍ରଶାସନ ପକ୍ଷରୁ ଆଲୋଚନା ପାଇଁ ଚେଷ୍ଟା କରାଯାଇଥିଲେ ହେଁ…