Deep Depression Makes Landfall Near Kalingapatnam; Odisha Braces for Heavy Rain/କଳିଙ୍ଗପଟ୍ଟନମ୍‌ ନିକଟରେ ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

କଳିଙ୍ଗପଟ୍ଟନମ୍‌ ନିକଟରେ ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ବିଶାଖାପଟ୍ଟନମ୍/ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ (Deep Depression) ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ୍‌ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ସୂଚନା ଅନୁଯାୟୀ, ସ୍ଥଳଭାଗ ଅତିକ୍ରମ କରିବା ସମୟରେ ଉପକୂଳବର୍ତ୍ତୀ ଅଞ୍ଛଳରେ ଘଣ୍ଟାପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର…