State-Level Gopabandhu Das Jayanti Celebrated at Jayadev Bhawan; CM Remembers Utkalmani’s Legacy/ଗୋପବନ୍ଧୁଙ୍କ ଆଦର୍ଶ ଆମ ପାଇଁ ପ୍ରେରଣାର ସୋପାନ: ରାଜ୍ୟସ୍ତରୀୟ ଜୟନ୍ତୀରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ: ଜୟଦେବ ଭବନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଆଜି ରାଜଧାନୀ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ଉତ୍ସବ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ…



