Kaudiya (Bol Bam) devotees collect holy Mahanadi water under police supervision and barricades at Cuttack's Gadagadia Ghat on the first Shravan Monday. Photo by: Sai Saswat Mishra

Staines Murder Case: SC Orders Release of Convict Dara Singh by Independence Day/ଅଗଷ୍ଟ ୧୫ ସୁଦ୍ଧା ମୁକ୍ତ ହେବେ ଦାରା ସିଂହ: ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ.

ଅଗଷ୍ଟ ୧୫ ସୁଦ୍ଧା ଦାରା ସିଂହଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ନୂଆଦିଲ୍ଲୀ/ଭୁବନେଶ୍ୱର: ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ମୁଖ୍ୟ ଅଭିଯୁକ୍ତ ଦାରା ସିଂହ ଓରଫ ରବୀନ୍ଦ୍ର କୁମାର ପାଲ୍‌ଙ୍କ ମୁକ୍ତି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ସବୁଜ ସଙ୍କେତ ଦେଇଛନ୍ତି। ଚଳିତ ବର୍ଷ ଅଗଷ୍ଟ ୧୫ (ସ୍ୱାଧୀନତା ଦିବସ) ସୁଦ୍ଧା ତାଙ୍କୁ କାରାଗାରରୁ ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଥିବା…