Odisha Rain Alert: IMD Warns of Heavy Rainfall in 24 Districts/ସାବଧାନ! ଓଡ଼ିଶାରେ ମାଡ଼ି ଆସୁଛି ପ୍ରବଳ ବର୍ଷା, ୨୪ ଜିଲ୍ଲାକୁ ଆଲର୍ଟ ଜାରି
ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୩ ଜିଲ୍ଲାକୁ ଅରେଞ୍ଜ ଓ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ କିଛି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକୁ ବିଶେଷ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅରେଞ୍ଜ ଆଲର୍ଟ: କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦…

