Biju Patnaik Statue Vandalized Near Siali Beach; BJD Warns of Mass Protests/ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୁତ୍ତ: ପୋଲିସର ନିଷ୍କ୍ରିୟତାକୁ ନେଇ ବର୍ଷିଲେ ପ୍ରଶାନ୍ତ ମୁଦୁଲି…
ଶିଆଳି ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା: ଦୁର୍ବୁତ୍ତଙ୍କୁ ଗିରଫ ଦାବିରେ ବିଜେଡିର ଗର୍ଜନ, ଶୁକ୍ରବାର ଘଟଣାସ୍ଥଳ ପରିଦର୍ଶନ କରିବ ସ୍ୱତନ୍ତ୍ର ଟିମ୍ ଭୁବନେଶ୍ୱର:ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ର ପ୍ରସିଦ୍ଧ ଶିଆଳି ବେଳାଭୂମି ନିକଟରେ ଥିବା ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୁତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳ ସମେତ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଜେଡି ପକ୍ଷରୁ ଏହାକୁ ଓଡ଼ିଆ ଜାତିର…

