Cyclone Arnab Impact: CM Mohan Majhi conducts aerial survey of flood-hit Ganjam & Gajapati/ଗଞ୍ଜାମ ଓ ଗଜପତି ବନ୍ୟାଞ୍ଚଳର ଆକାଶମାର୍ଗରୁ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗଞ୍ଜାମ ଓ ଗଜପତି ବନ୍ୟାଞ୍ଚଳର ଆକାଶମାର୍ଗରୁ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ News Inshot/ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ହୋଇଥିବା ପ୍ରବଳ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳର ପ୍ରକୃତ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ନିରୀକ୍ଷଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବୁଲି ଦେଖିବା ସହ ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ୍ ଓ…



