Bay of Bengal low pressure system and stormy weather clouds over Odisha coastline

State Government Fully Prepared for Impending Cyclone; ODRAF and NDRF Teams Deployed/ସମ୍ଭାବ୍ୟ ବାତ୍ୟା: ରାଜ୍ୟରେ ଜରୁରୀକାଳୀନ ପରିସ୍ଥିତି, ମୁତାୟନ ହେଲେ ODRAF ଓ NDRF ଟିମ୍

ବାତ୍ୟା ଆଶଙ୍କା: ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା ପାଇଁ ସ୍ୱତନ୍ତ୍ର ସତର୍କତା, ୨୮ ଓ ୨୯ ସ୍କୁଲ-କଲେଜ ବନ୍ଦ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୮ ତାରିଖରେ ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ…