Odisha Flood Situation: CM Mohan Majhi Conducts Aerial Survey of Affected Districts/ଓଡ଼ିଶାରେ ବନ୍ୟା ପରିସ୍ଥିତି: ହେଲିକପ୍ଟରରୁ ସ୍ଥିତି ପରିଖିଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶ.
ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ପ୍ରବଳ ବର୍ଷା ଓ ସୃଷ୍ଟ ବନ୍ୟା ପରିସ୍ଥିତିର ପ୍ରତ୍ୟକ୍ଷ ଅନୁଧ୍ୟାନ ପାଇଁ ଆକାଶମାର୍ଗରୁ ବନ୍ୟାଞ୍ଚଳ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପ୍ରଭାବିତ ଜିଲ୍ଲାଗୁଡ଼ିକର ସ୍ଥିତି ବୁଲି ଦେଖିବା ସହ ଜଳବନ୍ଦୀ ଅଞ୍ଚଳଗୁଡ଼ିକର ସ୍ଥିତି ପରିଖିଛନ୍ତି।ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ଧାର କାର୍ଯ୍ୟ: ବନ୍ୟାଘେରରେ ଥିବା ଲୋକଙ୍କୁ…



