President Droupadi Murmu and PM Narendra Modi to Visit Odisha This Month/ଚଳିତ ମାସରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ..
ଅକ୍ଟୋବରରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ: ଜାଣନ୍ତୁ ଗସ୍ତ ସୂଚୀ ଭୁବନେଶ୍ବର (ଓଡ଼ିଶା ସମ୍ବାଦ): ଚଳିତ ଅକ୍ଟୋବର ମାସରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ହାଇପ୍ରୋଫାଇଲ୍ ଗସ୍ତକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସୂଚନା ଅନୁଯାୟୀ,…



