Bay of Bengal Low Pressure Strengthens: Odisha Put on High Alert Amid Heavy Rainfall Threat/ଅବପାତରେ ପରିଣତ ହେବ ଲଘୁଚାପ; ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା..
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ: ଓଡ଼ିଶାରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ଆଲର୍ଟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଅଧିକ ଘନୀଭୂତ ହୋଇ ଅବପାତ (Depression) ରେ ପରିଣତ ହେବାକୁ ଯାଉଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୨୨ ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଭାଗରେ, ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ (IMD) ର ସୂଚନା…

