Odisha Assembly Monsoon Session Starts Tomorrow: Speaker Chairs All-Party Meet, Security Tightened/ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ମନ୍ଥନ
କାଲିଠୁ ବିଧାନସଭା ସରଗରମ: ଶାନ୍ତିପୂର୍ଣ୍ଣ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଭୁବନେଶ୍ୱର, ୨୧ ସେପ୍ଟେମ୍ବର: ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ଗୁରୁତ୍ୱପୂର୍ଣ୍ଣ ମୋସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୃହ କାର୍ଯ୍ୟକୁ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ଚଳାଇବା ପାଇଁ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ his ବିଷୟ ମନ୍ତ୍ରୀ ମୁକେଶ…

