Odisha Secretariat Cultural Association Annual Function Concludes; Play ‘Asatya Sahara’ Staged/ରବୀନ୍ଦ୍ର ମଣ୍ଡପରେ ଉଦଯାପିତ ହେଲା ସଚିବାଳୟ ମିଳିତ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ
ଓଡ଼ିଶା ସଚିବାଳୟ ମିଳିତ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବୋଦଯାପିତ: ରବୀନ୍ଦ୍ର ମଣ୍ଡପରେ ମଞ୍ଚସ୍ଥ ହେଲା ନାଟକ ‘ଅସତ୍ୟ ସହର’ ଭୁବନେଶ୍ୱର, ନଭେମ୍ବର ୪ (News Inshot): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଓଡ଼ିଶା ସଚିବାଳୟ ମିଳିତ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ ଆଜି ଆଡ଼ମ୍ବରପୂର୍ଣ୍ଣ ଭାବରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଆଙ୍କ ମେଧାକୁ ପ୍ରଶଂସା କରିଥିଲେ। ବ୍ୟସ୍ତବହୁଳ କାର୍ଯ୍ୟ ମଧ୍ୟରେ ଏଭଳି…



