IAS Sanjay Kumar Bishwal Takes Charge as New Director of I&PR Department/ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ IAS ସଞ୍ଜୟ ବିଶ୍ୱାଳ
ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ସଞ୍ଜୟ ବିଶ୍ୱାଳ ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ। ଶନିବାର ଲୋକସମ୍ପର୍କ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀମାନେ ତାଙ୍କୁ ଉଷ୍ମ ସଂବର୍ଦ୍ଧନା ଜଣାଇଥିଲେ। ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ, ଯୁଗ୍ମ ଶାସନ ସଚିବ କଲାମୁଦ୍ଦିନ୍,…

