Heavy Rainfall Likely in South Odisha: No Cyclone Threat, Chief Secretary Instructs Collectors to Remain Alert/ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ବାତ୍ୟା ଭୟ ନାହିଁ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ବାତ୍ୟା ଭୟ ନାହିଁ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡ଼ିଶାରେ, ବିଶେଷ କରି ଦକ୍ଷିଣାଞ୍ଚଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବର୍ତ୍ତମାନ ବାତ୍ୟାର କୌଣସି ଆଶଙ୍କା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ…