Odisha Weather Update: Low-Pressure System Likely Today, Heavy Rain Expected for Next 3 Days/ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ; ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା; ପୁଣି ବଦଳିବ କି ଓଡ଼ିଶାର ପାଗ? ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ ପାଗ ବଦଳିବା ନେଇ ସଙ୍କେତ ମିଳିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଆଜି ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଆଗାମୀ କିଛି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟର କିଛି କିଛି…



