PM Modi Inaugurates RBI’s New Data Centre and Cybersecurity Training Institute in Bhubaneswar/ଭୁବନେଶ୍ୱରରେ RBIର ନୂଆ ଡାଟା ସେଣ୍ଟର ଓ ସାଇବର ସୁରକ୍ଷା ସଂସ୍ଥାନ ଉଦ୍ଘାଟନ କଲେ PM ମୋଦୀ
ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରରେ ଆରବିଆଇର ନୂଆ ଡାଟା ସେଣ୍ଟର ଓ ସାଇବର ସୁରକ୍ଷା ପ୍ରଶିକ୍ଷଣ ସଂସ୍ଥାନ ଉଦ୍ଘାଟିତ ଭୁବନେଶ୍ୱର: ଭାରତୀୟ ବ୍ୟାଙ୍କିଂ ଓ ଆର୍ଥିକ ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ ଓ ଶକ୍ତିଶାଳୀ କରିବା ଦିଗରେ ଆଜି ଓଡ଼ିଶା ମାଟିରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ନୂତନ ଡାଟା ସେଣ୍ଟର ଏବଂ ସାଇବର ସୁରକ୍ଷା ପ୍ରଶିକ୍ଷଣ ସଂସ୍ଥାନର ଉଦ୍ଘାଟନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇ…



